1 ବଂଶାବଳୀ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଶାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ଵରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ। Gade chapit laଓଡିଆ ବାଇବେଲ13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ। Gade chapit laପବିତ୍ର ବାଇବଲ13 ସମୁଦାୟ 1,760 ଜଣ ଯାଜକ ଥିଲେ, ଯେଉଁମାନେ କି ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବାରେ ଦକ୍ଷ ଲୋକ ଥିଲେ। Gade chapit la |