Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ବକ୍ବକର, ହେରଶ୍ ଓ ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀଖାର ପୁତ୍ର ମତ୍ତନୀୟ

Gade chapit la Kopi

ଓଡିଆ ବାଇବେଲ

15 ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ

Gade chapit la Kopi

ପବିତ୍ର ବାଇବଲ

15 ଯିରୁଶାଲମରେ ଏହିମାନେ ମଧ୍ୟ ବାସ କରୁଥିଲେ: ବ‌କ୍‌ବକର, ହେରଶ, ଗାଲଲ୍ ଓ ମତ୍ତନିୟ। ମତ୍ତନିୟ ମୀଖାଙ୍କ ପୁତ୍ର ଥିଲେ। ମୀଖା ସିଖ୍ରିଙ୍କ ପୁତ୍ର ଥିଲେ। ସିଖ୍ରି ଆସ‌ଫ୍‌ଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 9:15
11 Referans Kwoze  

ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।


ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ସକ୍କୁର, ଶେରେବୀୟ, ଶବନୀୟ;


ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।


ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।


ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”


ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।


ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;


ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।


ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।


Swiv nou:

Piblisite


Piblisite