Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର-ସମୂହରେ ପ୍ରଥମେ ବସତି କଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର ସମୂହରେ ପ୍ରଥମେ ବସତି କଲେ।

Gade chapit la Kopi

ପବିତ୍ର ବାଇବଲ

2 ଯେଉଁମାନେ ପ୍ରଥମେ ଫେରି ଆସି ସେମାନଙ୍କର ଅଧିକାରରେ ସେଠାରେ ସେମାନଙ୍କର ନଗରରେ ବାସ କଲେ, ସେଥିମଧ୍ୟରୁ କେତେକ ଇସ୍ରାଏଲୀୟ, ଯାଜକଗଣ, ଲେବୀୟଗଣ ଓ ସେବକଗଣ ଥିଲେ।

Gade chapit la Kopi




1 ବଂଶାବଳୀ 9:2
11 Referans Kwoze  

ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।


ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।


ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।


ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।


ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;


ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।


ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।


ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;


ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।


Swiv nou:

Piblisite


Piblisite