Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ଵୁଗୃହର ଦ୍ଵାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

23 ଦ୍ୱାରପାଳମାନେ ଓ ସେମାନଙ୍କର ବଂଶଧରମାନେ ସଦାପ୍ରଭୁଙ୍କ ଗୃହ, ପବିତ୍ର ତମ୍ବୁର ସୁରକ୍ଷା ଦାୟିତ୍ୱରେ ଥିଲେ।

Gade chapit la Kopi




1 ବଂଶାବଳୀ 9:23
9 Referans Kwoze  

ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା।


ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।


ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।


ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।


ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।


ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।


ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।


ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।


Swiv nou:

Piblisite


Piblisite