1 ବଂଶାବଳୀ 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏହି ଦ୍ଵାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ। Gade chapit laଓଡିଆ ବାଇବେଲ24 ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ। Gade chapit laପବିତ୍ର ବାଇବଲ24 ଗ୍ଭରିଗୋଟି ପାର୍ଶ୍ୱରେ ଦ୍ୱାରମାନ ଥିଲା: ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ। Gade chapit la |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।