1 ବଂଶାବଳୀ 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ ଓ ସକଳ ପାତ୍ର ଓ ସରୁ ମଇଦା ଓ ଦ୍ରାକ୍ଷାରସ ଓ ତୈଳ ଓ କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷାକାର୍ଯ୍ୟରେ ନିଯୁକ୍ତ ଥିଲେ। Gade chapit laଓଡିଆ ବାଇବେଲ29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ। Gade chapit laପବିତ୍ର ବାଇବଲ29 ଅନ୍ୟ ଦ୍ୱାରପାଳମାନେ କାଠ ଆସବାବପତ୍ର ଓ ବିଶେଷ ପାତ୍ରଗୁଡ଼ିକର ଯତ୍ନ ନେବା ନିମନ୍ତେ ମନୋନୀତ ହୋଇଥିଲେ। ଆହୁରି ମଧ୍ୟ ସେମାନେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ୟ ଓ ବିଶେଷ ତୈଳର ଯତ୍ନ ନେଉଥିଲେ। Gade chapit la |