Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

34 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

34 ସେମାନଙ୍କର ପରିବାରର ଇତିହାସ ଅନୁସାରେ ଏହି ଲେବୀୟଗଣ ସେମାନଙ୍କର ପରିବାରର ମୁଖ୍ୟ ଥିଲେ, ସେମାନେ ଯିରୁଶାଲମରେ ବାସ କରୁଥିଲେ।

Gade chapit la Kopi




1 ବଂଶାବଳୀ 9:34
5 Referans Kwoze  

ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।


ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।


ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;


ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।


Swiv nou:

Piblisite


Piblisite