Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଗିବୀୟୋନର ପିତା ଯୀୟେଲ୍ ଗିବୀୟୋନରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;

Gade chapit la Kopi

ଓଡିଆ ବାଇବେଲ

35 ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;

Gade chapit la Kopi

ପବିତ୍ର ବାଇବଲ

35 ଯିୟେଲ ଗିବିୟୋନଙ୍କ ପିତା ଥିଲେ। ଯିୟେଲ ଗିବିୟୋନ ସହରରେ ବାସ କରୁଥିଲେ। ଯିୟେ‌ଲଙ୍କ ସ୍ତ୍ରୀଙ୍କ ନାମ ଥିଲା ମାଖା।

Gade chapit la Kopi




1 ବଂଶାବଳୀ 9:35
7 Referans Kwoze  

ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା।


ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।


ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।


ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,


Swiv nou:

Piblisite


Piblisite