Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;

Gade chapit la Kopi

ଓଡିଆ ବାଇବେଲ

4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;

Gade chapit la Kopi

ପବିତ୍ର ବାଇବଲ

4 ଊଥୟ ଅମ୍ମୀହୂ‌ଦଙ୍କ ପୁତ୍ର ଥିଲେ। ଅମ୍ମୀହୂଦ୍ ଅମ୍ରିଙ୍କ ପୁତ୍ର ଥିଲେ। ଅମ୍ରି ଇମ୍ରିଙ୍କ ପୁତ୍ର ଥିଲେ। ଇମ୍ରି ବାନିଙ୍କ ପୁତ୍ର ଥିଲେ। ବାନି ପେରସଙ୍କ ଜଣେ ବଂଶଧର ଥିଲେ। ପେରସ୍ ଯିହୁଦାଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 9:4
9 Referans Kwoze  

ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।


ଯିହୁଦାର ପୁତ୍ର ଏର, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।


ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।


ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀରପୁରୁଷ ଯିରୂଶାଲମରେ ବାସ କଲେ।


ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍‍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;


ହୋଦୀୟ, ବାନି, ବନୀନୁ।


ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।


ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।


ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।


Swiv nou:

Piblisite


Piblisite