Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ପୁଣି ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

40 ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

40 ଯୋନାଥ‌ନଙ୍କ ପୁତ୍ର ଥିଲେ ମରୀବ୍ବାଲ୍, ମରୀବ୍ବାଲ୍ ମୀଖାଙ୍କ ପିତା ଥିଲେ।

Gade chapit la Kopi




1 ବଂଶାବଳୀ 9:40
4 Referans Kwoze  

ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍‍।


ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତହରେୟ ଓ ଆହସ୍‌।


Swiv nou:

Piblisite


Piblisite