Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆହସ୍‌ ଯାରହକୁ ଜାତ କଲା, ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆହସ୍ ଯାରହକୁ ଜାତ କଲା ଓ ଯାରହ ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା

Gade chapit la Kopi

ଓଡିଆ ବାଇବେଲ

42 ଆହସ୍‌ ଯାରହକୁ ଜାତ କଲା, ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍‍ସାକୁ ଜାତ କଲା

Gade chapit la Kopi

ପବିତ୍ର ବାଇବଲ

42 ଆହସ୍ ଯାରହଙ୍କ ପିତା ଥିଲେ। ଯାରହ ଆଲେମତ, ଅ‌‌‌ସ୍‌ମାବତ୍ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମୋତ୍‌ସାଙ୍କ ପିତା ଥିଲେ।

Gade chapit la Kopi




1 ବଂଶାବଳୀ 9:42
3 Referans Kwoze  

ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।


ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତହରେୟ ଓ ଆହସ୍‌।


ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।


Swiv nou:

Piblisite


Piblisite