Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବିୟର ପୌତ୍ର ମଶୁଲ୍ଲମର ପୁତ୍ର ସଲ୍ଲୁ;

Gade chapit la Kopi

ଓଡିଆ ବାଇବେଲ

7 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;

Gade chapit la Kopi

ପବିତ୍ର ବାଇବଲ

7 ଏହି ଲୋକମାନେ ଯିରୁଶାଲମରେ ବାସ କରୁଥିବା ବିନ୍ୟାମୀନ ପରିବାରବର୍ଗର ଥିଲେ: ସଲ୍ଲୁ ମଶୁଲ୍ଲଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ହୋ‌ଦ୍‌ବିୟଙ୍କ ପୁତ୍ର ଥିଲେ। ହୋ‌ଦ୍‌ବିୟ ହସନୁୟେଲଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 9:7
6 Referans Kwoze  

ବିନ୍ୟାମୀନ୍‍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍‍ ଯୋୟେଦ୍‍ର ପୁତ୍ର, ଯୋୟେଦ୍‍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।


ମଗ୍‍ପୀୟସ୍‍, ମଶୁଲ୍ଲମ୍‍, ହେଷୀର;


ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।


ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।


ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;


ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।


Swiv nou:

Piblisite


Piblisite