Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକୁ ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ।

Gade chapit la Kopi

ଓଡିଆ ବାଇବେଲ

15 ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ମୋର ଶିଷ୍ୟ ରୂପେ ଜଳଦୀକ୍ଷା ନେଇଛନ୍ତି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି କହି ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ଏଥିଲାଗି ଧନ୍ୟବାଦ ଦେଉଛି ଯେ, କେହିହେଲେ ମୋ’ ନାମରେ ତୁମ୍ଭେମାନେ ବାପ୍ତିଜିତ ପାଇଅଛି ବୋଲି କହି ପାରିବ ନାହିଁ।

Gade chapit la Kopi




୧ କରିନ୍ଥୀୟ 1:15
7 Referans Kwoze  

କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।


ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ,


ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ।


Swiv nou:

Piblisite


Piblisite