Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ଵାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;

Gade chapit la Kopi

ଓଡିଆ ବାଇବେଲ

26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାଁନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଭାଇମାନେ, ଈଶ୍ୱର ଆହ୍ୱାନ କରିବା ସମୟରେ ତୁମ୍ଭେମାନେ କିପରି ଥିଲ, ତାହା ବିବେଚନା କର। ଜାଗତିକ ଦୃଷ୍ଟିକୋଣରୁ ତୁମ୍ଭମାନଙ୍କ ମଧ୍ୟରୁ ମାତ୍ର କେତେ ଜଣ ଜ୍ଞାନୀ, କ୍ଷମତାପନ୍ନ ବା ଉଚ୍ଚବଂଶଜ ଥିଲ।

Gade chapit la Kopi

ପବିତ୍ର ବାଇବଲ

26 ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କଲେ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରୁ ଅଳ୍ପ କେତେକ ଜାଗତିକ ଭାବରେ ଜ୍ଞାନୀ ଥିଲ, ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲ ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍ କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ।

Gade chapit la Kopi




୧ କରିନ୍ଥୀୟ 1:26
24 Referans Kwoze  

ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;


ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?


ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”


ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,


ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।


ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।


ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।


ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।


ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”


କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।


ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”


Swiv nou:

Piblisite


Piblisite