Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ଵର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ।

Gade chapit la Kopi

ଓଡିଆ ବାଇବେଲ

29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ୱର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଏଥିର ସୁସ୍ପଷ୍ଟ ଯେ କେହି ଈଶ୍ୱରଙ୍କ ସମ୍ମୁଖରେ ଦର୍ପ ପରି ନ ପାରେ।

Gade chapit la Kopi

ପବିତ୍ର ବାଇବଲ

29 ପରମେଶ୍ୱରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗରେ ଗର୍ବ କରି ପାରିବ ନାହିଁ।

Gade chapit la Kopi




୧ କରିନ୍ଥୀୟ 1:29
11 Referans Kwoze  

ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।


କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।


କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?


ଅତଏବ, ଯେପରି ଲେଖାଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।”


ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?


କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ।


କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?


ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;


Swiv nou:

Piblisite


Piblisite