୧ କରିନ୍ଥୀୟ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ; Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ; Gade chapit laଓଡିଆ ବାଇବେଲ5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ; Gade chapit laପବିତ୍ର ବାଇବଲ (CL) NT (BSI)5 କାରଣ ଖ୍ରୀଷ୍ଟଙ୍କ ସହିତ ସମ୍ମିଳିତ ହୋଇଥିବାରୁ ତୁମ୍ଭେମାନେ ସବୁ ବିଷୟରେ ଏପରି କି ବାକ୍ଶକ୍ତି ଓ ଜ୍ଞାନରେ ମଧ୍ୟ ସମୃଦ୍ଧ ହୋଇଅଛି। Gade chapit laପବିତ୍ର ବାଇବଲ5 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ସମସ୍ତ ବିଷୟରେ ଆଶୀର୍ବାଦ ପାଇଅଛ। ତୁମ୍ଭେମାନେ ସମସ୍ତ କଥା ଓ ସମସ୍ତ ଜ୍ଞାନରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦରେ ପୂର୍ଣ୍ଣତା ଲାଭ କରିଛ। Gade chapit la |