୧ କରିନ୍ଥୀୟ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ଵାଭାବିକ, ତାହା ଛଡ଼ା ଅନ୍ୟପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ଵର ବିଶ୍ଵାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ। Gade chapit laଓଡିଆ ବାଇବେଲ13 ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)13 ତୁମେ ଯେଉଁ ସକଳ ପରୀକ୍ଷାର ସମ୍ମୁଖୀନ ହୋଇଛ, ଲୋକେ ସାଧାରଣତଃ ସେହି ପ୍ରକାର ପରୀକ୍ଷାର ସମ୍ମୁଖୀନ ହୋଇଥାନ୍ତି, କିନ୍ତୁ ଈଶ୍ୱର ତାଙ୍କ ପ୍ରତିଜ୍ଞା ରକ୍ଷାରେ ବିଶ୍ୱସ୍ତ। ସେ ତୁମ୍ଭମାନଙ୍କୁ ତୁମ ଶକ୍ତିର ବାହାରେ ପରୀକ୍ଷିତ ହେବାକୁ ଦେବେ ନାହିଁ। ତୁମେ ପରୀକ୍ଷିତ ହେବାବେଳେ, ସହ୍ୟ କରିବା ପାଇଁ ଈଶ୍ୱର ତୁମକୁ ଶକ୍ତି ଯୋଗାଇ ଦେବେ ଓ ଉଦ୍ଧାରର ପଥ ଦେଖାଇ ଦେବେ। Gade chapit laପବିତ୍ର ବାଇବଲ13 କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”