Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।

Gade chapit la Kopi

ଓଡିଆ ବାଇବେଲ

15 ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମ୍ଭମାନଙ୍କୁ ବୁଦ୍ଧିମାନ ମନେକରି ମୁଁ ଏହା କହୁଛି, ମୁଁ ଯାହା କହୁଛି, ତାହା ବିବେଚନା କର।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ବୁଦ୍ଧିମାନ, ତେଣୁ ମୁଁ ଏହା କହୁଛି। ମୁଁ ଯାହା କହୁଛି, ତୁମ୍ଭେମାନେ ନିଜେ ପରୀକ୍ଷା କରି ଦେଖ।

Gade chapit la Kopi




୧ କରିନ୍ଥୀୟ 10:15
9 Referans Kwoze  

ବରଂ ସମସ୍ତ ବିଷୟ ପରୀକ୍ଷା କର;


ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?


ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?


ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।


ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।


ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?


Swiv nou:

Piblisite


Piblisite