Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହନ୍ତି?

Gade chapit la Kopi

ଓଡିଆ ବାଇବେଲ

18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଏବ୍ରୀ ଜାତି କଥା ବିବେଚନା କର। ସେମାନଙ୍କ ମଧ୍ୟରୁ ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କ’ଣ ବେଦୀର ଉପାସନାରେ ଅଂଶ ଗ୍ରହଣ କରନ୍ତି ନାହିଁ?

Gade chapit la Kopi

ପବିତ୍ର ବାଇବଲ

18 ଇସ୍ରାଏଲ ଲୋକମାନଙ୍କ କଥା ଭାବ। ସେମାନେ ବଳି ପ୍ରାପ୍ତ ପଶୁ ମାଂସ ଭୋଜନ କରି କ’ଣ ବେଦୀର ଅଂଶୀଦାର ନୁହନ୍ତି?

Gade chapit la Kopi




୧ କରିନ୍ଥୀୟ 10:18
18 Referans Kwoze  

ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।


ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।


ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।


ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?


ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।


ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?


ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,


ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।


ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।


ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।


Swiv nou:

Piblisite


Piblisite