Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

2 ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୋଶାଙ୍କ ଅନୁସରଣକାରୀ ଭାବରେ ସେମାନେ ସମସ୍ତେ ମେଘ ଓ ସାଗରରେ ଜଳଦୀକ୍ଷା ପାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ।

Gade chapit la Kopi




୧ କରିନ୍ଥୀୟ 10:2
7 Referans Kwoze  

ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?


ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।


Swiv nou:

Piblisite


Piblisite