୧ କରିନ୍ଥୀୟ 10:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ। Gade chapit laଓଡିଆ ବାଇବେଲ21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)21 ପ୍ରଭୁ ଓ ଶୟତାନ, ଉଭୟଙ୍କ ପାନପାତ୍ରରୁ ତୁମ୍ଭେମାନେ ପାନ କରି ପାରିବ ନାହିଁ। ପ୍ରଭୁ ଓ ଶୟତାନ, ଉଭୟଙ୍କ ମେଜରେ ତୁମ୍ଭେମାନେ ଭୋଜନ କରି ପାରିବ ନାହିଁ। Gade chapit laପବିତ୍ର ବାଇବଲ21 ତୁମ୍ଭେମାନେ ପ୍ରଭୁଙ୍କ ପିଆଲାରୁ ଓ ଶୟତାନର ପିଆଲାରୁ ମଧ୍ୟ ପିଇ ପାରିବ ନାହିଁ। ସେହିପରି ପ୍ରଭୁଙ୍କ ମେଜ ଓ ଶୟତାନର ମେଜ ଉଭୟର ଅଂଶୀଦାର ହୋଇ ବସି ପାରିବ ନାହିଁ। Gade chapit la |