Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସମସ୍ତ ବିଷୟ ସାଧନ କରିବାକୁ ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେମାନେ କହୁଛନ୍ତି, “ସବୁ କରିବା ପାଇଁ ଆମର ସ୍ୱାଧୀନତା ଅଛି।” ସତ କଥା, କିନ୍ତୁ ସବୁ ବିଷୟ ବିହିତ ନୁହେଁ। ଆମେ ସବୁ କରିପାରୁ, କିନ୍ତୁ ସବୁ ବିଷୟ ହିତଜନକ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

23 “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ ସବୁ ବିଷୟ ଭଲ ନୁହେଁ। “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ କେତେକ ବିଷୟ ଅନ୍ୟମାନଙ୍କ ବିଶ୍ୱାସକୁ ଦୃଢ଼ କରିବାରେ ସାହାଯ୍ୟ କରେ ନାହିଁ।

Gade chapit la Kopi




୧ କରିନ୍ଥୀୟ 10:23
14 Referans Kwoze  

ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।


କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।


ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।


ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।


କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।


ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ।


ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।


କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର।


ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।


Swiv nou:

Piblisite


Piblisite