୧ କରିନ୍ଥୀୟ 10:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, Gade chapit laପବିତ୍ର ବାଇବଲ (Re-edited) - (BSI)25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, Gade chapit laଓଡିଆ ବାଇବେଲ25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, Gade chapit laପବିତ୍ର ବାଇବଲ (CL) NT (BSI)25 ବିବେକକୁ ନିର୍ମଳ ରଖିବା ପାଇଁ କୌଣସି ପ୍ରଶ୍ନ ନ ପଚାରି ବଜାରରେ ବିକ୍ରି ହେଉଥିବା ମାଂସ ତୁମେ ସ୍ୱଚ୍ଛନ୍ଦରେ ଭୋଜନ କରିପାର, Gade chapit laପବିତ୍ର ବାଇବଲ25 ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ। Gade chapit la |