Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।

Gade chapit la Kopi

ଓଡିଆ ବାଇବେଲ

26 କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 କାରଣ ଶାସ୍ତ୍ର ବାକ୍ୟ ଅନୁଯାୟୀ, “ପୃଥିବୀ ଓ ତାହାର ସମସ୍ତ ବିଷୟ ପ୍ରଭୁଙ୍କର”।

Gade chapit la Kopi

ପବିତ୍ର ବାଇବଲ

26 ତୁମ୍ଭେ ଖାଇପାର କାରଣ “ପୃଥିବୀ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବିଷୟ ପ୍ରଭୁଙ୍କର ଅଟେ।”

Gade chapit la Kopi




୧ କରିନ୍ଥୀୟ 10:26
9 Referans Kwoze  

ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।


ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।


ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।


କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।


ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;


ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।


କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,


Swiv nou:

Piblisite


Piblisite