Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅବିଶ୍ଵାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।

Gade chapit la Kopi

ଓଡିଆ ବାଇବେଲ

27 ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଅନ୍ୟ ମତାବଲମ୍ବୀ କେହି ଯଦି ତୁମକୁ ନିମନ୍ତ୍ରଣ କରେ ଏବଂ ତୁମେ ତାହା ଗ୍ରହଣ କର, ତେବେ ତୁମ ବିବେକ ହେତୁ କୌଣସି ପ୍ରଶ୍ନ ନ ପଚାରି, ଯାହା ପରିବେଷଣ କରାଯାଇଛି, ତାହା ଭୋଜନ କର।

Gade chapit la Kopi

ପବିତ୍ର ବାଇବଲ

27 ଜଣେ ଅବିଶ୍ୱାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡାକିପାରେ। ଯଦି ତୁମ୍ଭେମାନେ ଯିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗରେ ଥୁଆ ହୋଇଛି, ତାହା ଖାଅ।

Gade chapit la Kopi




୧ କରିନ୍ଥୀୟ 10:27
9 Referans Kwoze  

ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,


ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,


ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।


ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,


Swiv nou:

Piblisite


Piblisite