Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ

Gade chapit la Kopi

ଓଡିଆ ବାଇବେଲ

3 ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେମାନେ ସମସ୍ତେ ଏକ ଆଧ୍ୟାତ୍ମିକ ଖାଦ୍ୟ ଓ ପାନୀୟ ଗ୍ରହଣ କରିଥିଲେ,

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ।

Gade chapit la Kopi




୧ କରିନ୍ଥୀୟ 10:3
9 Referans Kwoze  

ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।


ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।


ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।


ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।


ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।


Swiv nou:

Piblisite


Piblisite