୧ କରିନ୍ଥୀୟ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ। Gade chapit laଓଡିଆ ବାଇବେଲ8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ । Gade chapit laପବିତ୍ର ବାଇବଲ (CL) NT (BSI)8 ସେମାନଙ୍କ ମଧ୍ୟରୁ କେତେକ ବ୍ୟଭିଚାର କରିବା ହେତୁ ଗୋଟିଏ ଦିନରେ ତେଇଶ ହଜାର ଲୋକ ମରିଥିଲେ। ସେପରି ପାପ ଆମେ ନ କରୁ। Gade chapit laପବିତ୍ର ବାଇବଲ8 ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ। Gade chapit la |