Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ଵରୂପେ ତାʼର କେଶ ତାହାକୁ ଦିଆଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ ? କାରଣ ଆବରଣ ସ୍ୱରୂପେ ତା'ର କେଶ ତାହାକୁ ଦିଆଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କିନ୍ତୁ ଏହା ସ୍ତ୍ରୀର ଗର୍ବର ବିଷୟ? ଏହି ଦୀର୍ଘ କେଶ ତା’ର ଆବରଣ ନିମନ୍ତେ ଦିଆଯାଇଛି।

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା’ ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି।

Gade chapit la Kopi




୧ କରିନ୍ଥୀୟ 11:15
3 Referans Kwoze  

ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,


କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ବରଙ୍କ ମଣ୍ଡଳୀ-ସମୂହର ମଧ୍ୟ ନାହିଁ।


ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।


Swiv nou:

Piblisite


Piblisite