Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୋଟୀ ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,

Gade chapit la Kopi

ଓଡିଆ ବାଇବେଲ

23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଏ ସମ୍ପର୍କରେ ପ୍ରଭୁଙ୍କଠାରୁ ମୁଁ ଯେଉଁ ନିର୍ଦ୍ଦେଶ ପାଇଛି, ତୁମ୍ଭମାନଙ୍କୁ ଜଣାଉଛି। ପ୍ରଭୁ ଯୀଶୁ ଶତ୍ରୁମାନଙ୍କ ହାତରେ ସମର୍ପିତ ହେବା ରାତିରେ ରୋଟୀ ନେଇ ଈଶ୍ୱରଙ୍କ ଧନ୍ୟବାଦ କଲେ,

Gade chapit la Kopi

ପବିତ୍ର ବାଇବଲ

23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ।

Gade chapit la Kopi




୧ କରିନ୍ଥୀୟ 11:23
17 Referans Kwoze  

କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।


ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,


ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”


ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, “ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,


ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?


ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,


Swiv nou:

Piblisite


Piblisite