Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଖ୍ରୀଷ୍ଟ ଅନେକ ଅବୟବବିଶିଷ୍ଟ ଏକ ଶରୀର ସ୍ୱରୂପ। ଅନେକ ଅଙ୍ଗପ୍ରତ୍ୟେଙ୍ଗର ସମଷ୍ଟି ହୋଇଥିଲେ ସୁଦ୍ଧା, ଶରୀର ଏକ।

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ୟଙ୍ଗ ଅନେକ। ଶରୀରର ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଶରୀର ହେଉଛି ଏକ। ସେହିପରି ମଧ୍ୟ ଖ୍ରୀଷ୍ଟ ଏକ।

Gade chapit la Kopi




୧ କରିନ୍ଥୀୟ 12:12
16 Referans Kwoze  

ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।


ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;


କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।


ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।


ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।


କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।


ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,


ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।


କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।


କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ।


Swiv nou:

Piblisite


Piblisite