Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।

Gade chapit la Kopi

ଓଡିଆ ବାଇବେଲ

14 କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଶରୀର ଗୋଟିଏ ଅଙ୍ଗରେ ଗଢ଼ା ନୁହେଁ। ଏହା ଅନେକ ଅଙ୍ଗର ସମଷ୍ଟି।

Gade chapit la Kopi

ପବିତ୍ର ବାଇବଲ

14 ମାନବ ଶରୀର ତ ଏକଅଙ୍ଗ ନୁହେଁ, ମାତ୍ର ଅନେକ ଗୁଡ଼ିଏ ଅଙ୍ଗ ଦ୍ୱାରା ନିର୍ମିତ।

Gade chapit la Kopi




୧ କରିନ୍ଥୀୟ 12:14
6 Referans Kwoze  

ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।


ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?


କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।


ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।


କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ।


Swiv nou:

Piblisite


Piblisite