Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।

Gade chapit la Kopi

ଓଡିଆ ବାଇବେଲ

15 ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ପାଦ ଯଦି କୁହେ, “ମୁଁ ହାତ ନୁହେଁ, ତେଣୁ ଶରୀରର ଅଂଶବିଶେଷ ନୁହେଁ,” ତେବେ ଏହି କାରଣରୁ ତାହା ଶରୀର ଅନ୍ତର୍ଭୁକ୍ତ ନ ହୋଇ ରହିପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ଯଦି ଗୋଡ଼ କୁହେ: “ମୁଁ ହାତ ନୁହେଁ, ଅତଏବ, ମୁଁ ଶରୀରର ଅଙ୍ଗ ନୁହେଁ।” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି?

Gade chapit la Kopi




୧ କରିନ୍ଥୀୟ 12:15
4 Referans Kwoze  

ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।


କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।


ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।


Swiv nou:

Piblisite


Piblisite