୧ କରିନ୍ଥୀୟ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ? Gade chapit laପବିତ୍ର ବାଇବଲ (Re-edited) - (BSI)17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଆଘ୍ରାଣ କେଉଁଠାରେ? Gade chapit laଓଡିଆ ବାଇବେଲ17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଘିଂବା କେଉଁଠାରେ ? Gade chapit laପବିତ୍ର ବାଇବଲ (CL) NT (BSI)17 ସମସ୍ତ ଶରୀର ଯଦି କେବଳ ଆଖି ହୁଏ, ତେବେ ଶୁଣାଯିବ କିପରି? ପୁଣି ତାହା ଯଦି କେବଳ କାନ ହୁଏ, ତେବେ ଆଘ୍ରାଣ କରାଯିବ କିପରି? Gade chapit laପବିତ୍ର ବାଇବଲ17 ସମ୍ପୂର୍ଣ୍ଣ ଶରୀର ଗୋଟିଏ ଆଖି ଦେଇଥା’ନ୍ତା, ତେବେ ସେ ଶରୀର ଶୁଣିପାରନ୍ତା କିପରି? ଯଦି ସମ୍ପୂର୍ଣ୍ଣ ଶରୀରଟି ଗୋଟିଏ କାନ ହୋଇଥା’ନ୍ତା ତା'ହେଲେ ଶରୀର ଶୁଙ୍ଘିବା ପାଇଁ ସମର୍ଥ ହୁଅନ୍ତା କିପରି? Gade chapit la |