Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସୁତରାଂ ଆଖି ହାତକୁ କହି ପାରିବ ନାହିଁ, “ମୁଁ ତୁମକୁ ଦରକାର କରେନା।” କିମ୍ବା ମୁଣ୍ଡ ପାଦ ଦୁଇଟିକୁ କହ ପାରିବ ନାହିଁ, “ତୁମଠାରେ ମୋର କିଛି ପ୍ରୟୋଜନ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

21 ଆଖି ହାତକୁ କେବେ ହେଲେ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” ସେହିଭଳି ମୁଣ୍ଡ ପାଦକୁ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।”

Gade chapit la Kopi




୧ କରିନ୍ଥୀୟ 12:21
8 Referans Kwoze  

କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;


ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;


କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ।


ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ;


ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ?


Swiv nou:

Piblisite


Piblisite