Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଅଥଚ ଶରୀରର ସୁନ୍ଦର ଅଙ୍ଗପ୍ରତ୍ୟଙ୍ଗ ପ୍ରତି ଆମେ ସେତେ ମନୋଯୋଗୀ ହୋଇ ନ ଥାଉ। ଈଶ୍ୱର ନିଜେ ଶରୀରକୁ ଏପରି ଭାବରେ ଗଠନ କରିଛନ୍ତି ଯେ, ଯେଉଁ ଅଙ୍ଗଗୁଡ଼ିକର ଯତ୍ନ ଆବଶ୍ୟକ, ବାସ୍ତବିକ୍ ସେଗୁଡ଼ିକ ଅଧିକ ସମାଦୃତ।

Gade chapit la Kopi

ପବିତ୍ର ବାଇବଲ

24 ଆମ୍ଭ ଶରୀରର ସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଧ୍ୟାନ ଦେବା ଆବଶ୍ୟକ ହୋଇ ନ ଥାଏ। କିନ୍ତୁ ପରମେଶ୍ୱର ଅଦରକାରୀ ଅଙ୍ଗଗୁଡ଼ିକ ଅଧିକ ସମ୍ମାନ ଦେଇ ଶରୀରକୁ ଗଠନ କରିଛନ୍ତି।

Gade chapit la Kopi




୧ କରିନ୍ଥୀୟ 12:24
5 Referans Kwoze  

ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”


ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।


ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।


ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,


ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।


Swiv nou:

Piblisite


Piblisite