Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?

Gade chapit la Kopi

ଓଡିଆ ବାଇବେଲ

30 ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି ? ସମସ୍ତେ କି ପରଭାଷାରେ କଥା କହନ୍ତି ? ସମସ୍ତେ କି ଭାଷାର ଅର୍ଥ କରନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସମସ୍ତେ ରୋଗ ସୁସ୍ଥ କରିବାକୁ, ବିଭିନ୍ନ ଭାଷାରେ କଥା କହବାକୁ ଏବଂ ସେ ସବୁର ଅର୍ଥ ବୁଝାଇବାକୁ ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

30 ସମସ୍ତେ କ’ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ’ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ’ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି?

Gade chapit la Kopi




୧ କରିନ୍ଥୀୟ 12:30
5 Referans Kwoze  

ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।


ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,


ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।


ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ?


ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।


Swiv nou:

Piblisite


Piblisite