Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;

Gade chapit la Kopi

ଓଡିଆ ବାଇବେଲ

5 ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ବିଭିନ୍ନ ଭାବରେ ସେବା କରାଯାଉଥିଲେ ସୁଦ୍ଧା ଏକ ପ୍ରଭୁଙ୍କର ସେବା ହୁଏ।

Gade chapit la Kopi

ପବିତ୍ର ବାଇବଲ

5 ସେବା ମଧ୍ୟ ଅନେକ ପ୍ରକାରର, ମାତ୍ର ଆମ୍ଭେ ଯାହାଙ୍କର ସେବା କରୁ, ସେହି ପ୍ରଭୁ ଏକ ଅଟନ୍ତି।

Gade chapit la Kopi




୧ କରିନ୍ଥୀୟ 12:5
10 Referans Kwoze  

ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।


ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।


ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;


କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।


Swiv nou:

Piblisite


Piblisite