Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।

Gade chapit la Kopi

ଓଡିଆ ବାଇବେଲ

10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିନ୍ତୁ ସମସ୍ତ ବିଷୟର ସମ୍ପୂର୍ଣ୍ଣତା ଉପସ୍ଥିତ ହେଲେ, ଏହି ଆଂଶିକ ବିଷୟସବୁ ଲୋପ ପାଇବ।

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହେବ।

Gade chapit la Kopi




୧ କରିନ୍ଥୀୟ 13:10
9 Referans Kwoze  

କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।


କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ।


ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି।


ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।


Swiv nou:

Piblisite


Piblisite