୧ କରିନ୍ଥୀୟ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ। Gade chapit laଓଡିଆ ବାଇବେଲ13 ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ । Gade chapit laପବିତ୍ର ବାଇବଲ (CL) NT (BSI)13 ବିଶ୍ୱାସ, ଭରସା ଓ ପ୍ରେମ - ଏହି ତିନୋଟି ସ୍ଥାୟୀ ବିଷୟ ମଧ୍ୟରେ ପ୍ରେମ ହିଁ ଶ୍ରେଷ୍ଠ। Gade chapit laପବିତ୍ର ବାଇବଲ13 ଅତଏବ ବିଶ୍ୱାସ, ଭରସା ଓ ପ୍ରେମ ସ୍ଥାୟୀ ଅଟେ। ଉକ୍ତ ତିନୋଟି ମଧ୍ୟରୁ ପ୍ରେମ ହେଉଛି ସର୍ବୋତ୍କୃଷ୍ଟ। Gade chapit la |
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।