୧ କରିନ୍ଥୀୟ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, Gade chapit laପବିତ୍ର ବାଇବଲ (Re-edited) - (BSI)4 ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, Gade chapit laଓଡିଆ ବାଇବେଲ4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, Gade chapit laପବିତ୍ର ବାଇବଲ (CL) NT (BSI)4 ପ୍ରେମ ଧୈର୍ଯ୍ୟଶୀଳ ଓ ସଦୟ, ପ୍ରେମ ଈର୍ଷାପର, ଆତ୍ମାଭିମାନୀ ବା ଅହଙ୍କାରୀ ନୁହେଁ। Gade chapit laପବିତ୍ର ବାଇବଲ4 ପ୍ରେମ ଦୀର୍ଘ ସହିଷ୍ଣୁ। ପ୍ରେମ ଦୟାବାନ। ପ୍ରେମରେ ଈର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।