Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଜଗତରେ ହୋଇପାରେ ଅନେକ ପ୍ରକାର ଶବ୍ଦ ଅଛି, ପୁଣି କୌଣସି ଶବ୍ଦ ଅର୍ଥଶୂନ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଜଗତରେ ହୋଇପାରେ ଅନେକ ପ୍ରକାର ଶଦ୍ଦ ଅଛି, ପୁଣି କୌଣସି ଶଦ୍ଦ ଅର୍ଥଶୂନ୍ୟ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

10 ଜଗତରେ ହୋଇ ପାରେ ଅନେକ ପ୍ରକାର ଶବ୍ଦ ଅଛି, ପୁଣି, କୌଣସି ଶବ୍ଦ ଅର୍ଥଶୂନ୍ୟ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଜଗତରେ ଅନେକ ଭାଷା ଅଛି, କିନ୍ତୁ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ଅର୍ଥଶୂନ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

10 ଏହା ସତ୍ୟ ଯେ, ସଂସାରରେ ଅନେକ ପ୍ରକାରର ଭାଷା ଅଛି ଓ ସେ ସବୁଗୁଡ଼ିକ ଅର୍ଥପୂର୍ଣ୍ଣ।

Gade chapit la Kopi




୧ କରିନ୍ଥୀୟ 14:10
2 Referans Kwoze  

ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ।


ଏଣୁ ମୁଁ ଯଦି ସେହି ଶବ୍ଦର ଅର୍ଥ ନ ବୁଝେ, ତେବେ ଯେ କହେ, ମୁଁ ତାହା ପ୍ରତି ବର୍ବର ପରି ହେବି, ଆଉ ସେ ମୋʼ ନିକଟରେ ବିଦେଶୀୟ ପରି ହେବ।


Swiv nou:

Piblisite


Piblisite