Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।

Gade chapit la Kopi

ଓଡିଆ ବାଇବେଲ

13 ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରି ପାରେ, ଏଥି ନିମନ୍ତେ ପ୍ରାର୍ଥନା କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତେଣୁ ଯେ ଅଲୌକିକ ଭାଷାରେ କଥା କୁହେ, ସେ ଏହାର ଅର୍ଥ ବ୍ୟାଖ୍ୟା କରିବା ଶକ୍ତି ପାଇବାକୁ ପ୍ରାର୍ଥନା କରୁ।

Gade chapit la Kopi

ପବିତ୍ର ବାଇବଲ

13 ଅତଏବ, ଯିଏ ଅନ୍ୟ ଭାଷାରେ କହୁଛି, ସେ ଯେପରି ତାହା ବୁଝାଇ ପାରିବ, ଏଥିପାଇଁ ପ୍ରାର୍ଥନା କରିବା ଉଚିତ୍।

Gade chapit la Kopi




୧ କରିନ୍ଥୀୟ 14:13
11 Referans Kwoze  

ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?


ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।


ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।


ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,


ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର।


କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ।


ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।


Swiv nou:

Piblisite


Piblisite