Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 14:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକରୂପେ ପରଭାଷାରେ କଥା କହେ ବୋଲି ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି;

Gade chapit la Kopi

ଓଡିଆ ବାଇବେଲ

18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି, କାରଣ ମୁଁ ତୁମ ସମସ୍ତଙ୍କଠାରେ ଅଧିକ ମାତ୍ରାରେ ଅଲୌକିକ ଭାଷା କହିପାରେ।

Gade chapit la Kopi

ପବିତ୍ର ବାଇବଲ

18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ବିଭିନ୍ନ ଭାଷାଗୁଡ଼ିକରେ କଥା କହିବାର ଦାନ ପାଇଛି ବୋଲି ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି।

Gade chapit la Kopi




୧ କରିନ୍ଥୀୟ 14:18
7 Referans Kwoze  

କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?


କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ବରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ପବିତ୍ର ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।


ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।


ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ।


ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ।


ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ।


Swiv nou:

Piblisite


Piblisite