Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆହୁରି ମଧ୍ୟ ସମସ୍ତ ମଣ୍ତଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି ସାଧାରଣ ବା ଅବିଶ୍ଵାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

23 ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ମଣ୍ଡଳୀର ସମସ୍ତେ ଏକତ୍ର ହେଉଥିବା ସମୟରେ ଯଦି ପ୍ରତ୍ୟେକେ ଅଜଣା ଭାଷାରେ କଥା କହନ୍ତି ଓ ସେଠାରେ ସାଧାରଣ ଲୋକେ ବା ଅନ୍ୟ ଧର୍ମାବଲମ୍ବୀମାନେ ଉପସ୍ଥିତ ହୁଅନ୍ତି, ସେମାନେ କଅଣ ମଣ୍ଡଳୀର ସମସ୍ତଙ୍କୁ ପାଗଳ ବୋଲି ମନେ କରିବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ

23 ଯଦି ସମସ୍ତ ମଣ୍ଡଳୀ ସମବେତ ହୁଅନ୍ତି ଓ ସମସ୍ତେ ଅନ୍ୟଭାଷାରେ କଥା କହନ୍ତି, ପୁଣି ସାଧାରଣ ଓ ଅବିଶ୍ୱାସୀ ଲୋକମାନେ ଆସନ୍ତି, ସେମାନେ ଯଦି ବୁଝି ନ ପାରନ୍ତି, ତାହାହେଲେ ସେମାନେ ତୁମ୍ଭକୁ ପାଗଳ କହିବେ।

Gade chapit la Kopi




୧ କରିନ୍ଥୀୟ 14:23
6 Referans Kwoze  

କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।


କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।


ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।


ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?


ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।


Swiv nou:

Piblisite


Piblisite