Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ଵରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?

Gade chapit la Kopi

ଓଡିଆ ବାଇବେଲ

7 ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କ'ଣ ବାଜୁଅଛି ବା ବୀଣାରେ କ'ଣ ବାଜୁଅଛି, ତାହା କିପରି ଜଣାଯିବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ବଂଶୀ ବା ବୀଣା ପରି ନିର୍ଜୀବ ବାଦ୍ୟ ଯନ୍ତ୍ର ଯଦି ଠିକ୍ ସୁରରେ ନ ବାଜେ, ତେବେ ସେଥିରେ କ’ଣ ବାଜୁଛି, କେହି କଅଣ ଜାଣି ପାରିବ?

Gade chapit la Kopi

ପବିତ୍ର ବାଇବଲ

7 ଅନ୍ୟଥା ମୋର କଥା ତୁମ୍ଭମାନଙ୍କ ପାଇଁ କୌଣସି ନିର୍ଜୀବ ବଂଶୀ ବା ବୀଣାର ଧ୍ୱନି ତୁଲ୍ୟ ହେବ। ଯଦି କୌଣସି ବାଦ୍ୟଯନ୍ତ୍ରର ସ୍ୱରଗୁଡ଼ିକରେ ପାର୍ଥକ୍ୟ ନ ରହିବ, ତା'ହେଲେ ଜଣେ କିପରି ଜାଣି ପାରିବ ଯେ, ବଂଶୀ ବା ବୀଣା କ’ଣ ବାଜୁଅଛି?

Gade chapit la Kopi




୧ କରିନ୍ଥୀୟ 14:7
7 Referans Kwoze  

ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେବ?


ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।


ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ‘ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।’


‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?


Swiv nou:

Piblisite


Piblisite