Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ଵା ଦ୍ଵାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ।

Gade chapit la Kopi

ଓଡିଆ ବାଇବେଲ

9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କ'ଣ କହୁଅଛ, ତାହା କିପରି ଜଣାଯିବ ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେହିପରି, ଯଦି ଅଜଣା ଭାଷାରେ କଥା କୁହ, ତେବେ ତାକୁ କିଏ ବୁଝିବ? ଏହା ପବନକୁ କହିଲା ପରି ହେବ।

Gade chapit la Kopi

ପବିତ୍ର ବାଇବଲ

9 ସେହିଭଳି ତୁମ୍ଭେମାନେ ଜିହ୍ୱା ଦ୍ୱାରା ଯଦି ସ୍ପଷ୍ଟ ଭାବରେ କଥା ନ କହିବ, ତା'ହେଲେ କୌଣସି ଲୋକ କିଛି ବୁଝି ପାରିବ ନାହିଁ। ତାହା ପବନରେ କଥା କହିଲାପରି ହେବ।

Gade chapit la Kopi




୧ କରିନ୍ଥୀୟ 14:9
2 Referans Kwoze  

ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।


ଜଗତରେ ହୋଇପାରେ ଅନେକ ପ୍ରକାର ଶବ୍ଦ ଅଛି, ପୁଣି କୌଣସି ଶବ୍ଦ ଅର୍ଥଶୂନ୍ୟ ନୁହେଁ।


Swiv nou:

Piblisite


Piblisite