Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ଵାସୀ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତେଣୁ ମୁଁ ହୁଏ ବା ସେମାନେ ହୁଅନ୍ତୁ, ଆମେ ସମସ୍ତେ ସେହି ଏକ କଥା ପ୍ରଚାର କରୁଛୁ ଓ ତୁମ୍ଭେମାନେ ସେଥିରେ ବିଶ୍ୱାସ କରିଛ।

Gade chapit la Kopi

ପବିତ୍ର ବାଇବଲ

11 ମୁଁ ତୁମ୍ଭକୁ ପ୍ରଗ୍ଭର କରେ ବା ଅନ୍ୟମାନେ ପ୍ରଗ୍ଭର କରନ୍ତି, ସେଥିରେ କିଛି ଯାଏ ଆସେ ନାହିଁ, କାରଣ ଆମ୍ଭେ ସମସ୍ତେ ସମାନ ବିଷୟ ପ୍ରଗ୍ଭର କରିଥାଉ। ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଅଛ।

Gade chapit la Kopi




୧ କରିନ୍ଥୀୟ 15:11
4 Referans Kwoze  

କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?


Swiv nou:

Piblisite


Piblisite