Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?

Gade chapit la Kopi

ଓଡିଆ ବାଇବେଲ

12 ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଖ୍ରୀଷ୍ଟ, ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି - ଏହା ହିଁ ଆମ ପ୍ରଚାରର ବିଷୟବସ୍ତୁ। ତଥାପି ବର୍ତ୍ତମାନ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି କିପରି କହୁଛ?

Gade chapit la Kopi

ପବିତ୍ର ବାଇବଲ

12 ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇଥିଲେ, ଏହା ପ୍ରଗ୍ଭରିତ ହୋଇଛି, ତା'ହେଲେ ତୁମ୍ଭମାନଙ୍କ ମଧ୍ୟରୁ କେତେଜଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇପାରିବେ ନାହିଁ।

Gade chapit la Kopi




୧ କରିନ୍ଥୀୟ 15:12
7 Referans Kwoze  

ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।


ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।


କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି।


ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।


ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।


Swiv nou:

Piblisite


Piblisite