Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ଵାସ ମଧ୍ୟ ବୃଥା,

Gade chapit la Kopi

ଓଡିଆ ବାଇବେଲ

14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାଁନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇ ନାହାନ୍ତି, ତେବେ ଆମର ପ୍ରଚାର ବୃଥା ଓ ତୁମର ବିଶ୍ୱାସ ମଧ୍ୟ ବୃଥା।

Gade chapit la Kopi

ପବିତ୍ର ବାଇବଲ

14 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇ ନାହାନ୍ତି, ତା'ହେଲେ ଆମ୍ଭର ଶିକ୍ଷାଦାନ ଓ ତୁମ୍ଭମାନଙ୍କର ବିଶ୍ୱାସର କିଛି ମୂଲ୍ୟ ନାହିଁ।

Gade chapit la Kopi




୧ କରିନ୍ଥୀୟ 15:14
12 Referans Kwoze  

ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ।


କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।


କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?


ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି।


କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’”


ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।


ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”


ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;


ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;


ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।


ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;


Swiv nou:

Piblisite


Piblisite