Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ସମ୍ଵନ୍ଧରେ ଯେ ମିଥ୍ୟାସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ଵରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇ ଅଛନ୍ତି; ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ । କାରଣ ଆମ୍ଭେମାନେ ଈଶ୍ୱରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାଁନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଅଧିକନ୍ତୁ, ଆମ୍ଭେମାନେ ଈଶ୍ୱରଙ୍କ ସମ୍ବନ୍ଧରେ ମିଥ୍ୟା କହିବା ଭଳି ହେବ, କାରଣ ଆମେ କହୁଛୁ ଯେ, ସେ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। କିନ୍ତୁ ଯଦି ପ୍ରକୃତରେ ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଈଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ଆମ୍ଭେ ମଧ୍ୟ ପରମେଶ୍ୱରଙ୍କ ବିଷୟରେ ମିଛ କହିଥିବା ଅପରାଧରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ୱରଙ୍କ ବିଷୟରେ ପ୍ରଗ୍ଭର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ଯଦି ମୃତମାନେ ଉ‌ତ୍‌‌ଥିତ ନ ହୁଅନ୍ତି, ତା'ହେଲେ ପରମେଶ୍ୱର ମଧ୍ୟ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉଠାଇ ନାହାନ୍ତି।

Gade chapit la Kopi




୧ କରିନ୍ଥୀୟ 15:15
13 Referans Kwoze  

କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।


ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।


ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।


କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;


Swiv nou:

Piblisite


Piblisite